Masthead

ଫାସେଡ଼ ଘାଟରେ ବୁଡ଼ିଲା ଡଙ୍ଗା

ବଲାଙ୍ଗିରି (ବଡ଼ ଖବର ବ୍ୟୁରୋ): ତେଲନଦୀର ଫାସେଡ଼ ଘାଟରେ ବୁଡ଼ିଗଲା ଦେଶୀ ଡଙ୍ଗା । ଡଙ୍ଗାରେ ନଦୀ ପାର ହେଉଥିବା ଯାତ୍ରୀଙ୍କ ମଧ୍ୟରୁ ୧୫ଜଣ ସୁରକ୍ଷିତ ଉଦ୍ଧାର ହୋଇଥିବା ବେଳେ ଏକ ୫ବର୍ଷର ଶିଶୁ ନିଖୋଜ ଥିବା ଜଣା ପଡ଼ିଛି । ଶିଶୁକୁ ଉଦ୍ଧାର କରିବା ପାଇଁ ଉଦ୍ୟମ ଚଲିଛି । ନିଖୋଜ ଶିଶୁର ବାପା ଗୁରୁତର ଅବସ୍ଥାରେ ଉଦ୍ଧାର ପରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଡଙ୍ଗାଟି ବଲାଙ୍ଗିରରୁ ଦେଓଗାଁ ଗଲାବେଳେ ବୁଡ଼ି ଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର