ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

(ବଡ଼ ଖବର ବ୍ୟୁରୋ): ଆଜି ନୂଆଁଖାଇ । ଉତ୍ସବମୁଖର ପଶ୍ଚିମ ଓଡ଼ିଶା । କୃଷି ଭିତ୍ତିକ ପର୍ବ ନୂଆଁଖାଇ ପାଇଁ ପୂର୍ବରୁ ସମସ୍ତ ପ୍ରସ୍ତୁତି ବି ଶେଷ ହୋଇଛି । ଘରେ ଘରେ ପରିବାର ପରିଜନଙ୍କ ସହ ଏକାଠି ହୋଇଛନ୍ତି ସମସ୍ତେ । ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥୀରେ ପାଳନ କରାଯାଏ ନୂଆଁଖାଇ ।

ସମ୍ପୂର୍ଣ୍ଣ ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ । ଚାଷୀ ନିଜ କ୍ଷେତକୁ ଯାଇ ସେଠାରେ ପୂଜାର୍ଚ୍ଚନା କରିବା ସହ ଖେତରୁ ଆସି ଘରେ ପୂଜା କରିବା ପରେ ଘରର ବୈଜଷ୍ଠ ବ୍ୟକ୍ତିଙ୍କ ଠାରୁ ନେଇ ନୂଆଁ ଧାନରେ ପ୍ରସ୍ତୁତ ନବାନ୍ନ ଭୋଗକୁ ଖାଇଥାନ୍ତି ସମସ୍ତେ।

ପଶ୍ଚିମ ଓଡ଼ିଶା ନୂଆଁଖାଇ ପର୍ବ ପାଇଁ ଛୁଟୁଛି ଚାରିଆଡୁ ଶୁଭେଚ୍ଛାର ବାର୍ତ୍ତା । ଟ୍ୱିଟ କରି ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ସମେତ ଅମତି ଶାହ ଓ ଧର୍ମେନ୍ଦ୍ର ପ୍ରଧାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ