Masthead

ଇସ୍ତଫା ଦେଲେ ଗୁଜରାଟ ମୁଖ୍ୟମନ୍ତ୍ରୀ

ଗୁଜୁରାଟ (ବଡ଼ ଖବର ବ୍ୟୁରୋ): ଇସ୍ତଫା ଦେଲେ ଗୁଜରାଟ ମୁଖ୍ୟମନ୍ତ୍ରୀ । ରାଜ୍ୟପାଳଙ୍କୁ ଭେଟି ଦେଲେ ଇସ୍ତଫାପତ୍ର । ପ୍ରଧାନମନ୍ତ୍ରୀଙ୍କୁ ଦେଲେ ଧନ୍ୟବାଦ । ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଦେଇଥିବାରୁ ଧନ୍ୟବାଦ ଜଣାଇଲେ । କହିଲେ, ଦଳ ଯାହା ଦାୟିତ୍ୱ ଦେବ କରିବି। କାହିଁକି ଏଭଳି ମୁଖ୍ୟମନ୍ତ୍ରୀ ପଦରୁ ବିଜୟ ଇସ୍ତଫା ଦେଇଛନ୍ତି ତାହା ସ୍ପଷ୍ଟ ହୋଇନାହିଁ ।

ଦଳ ପକ୍ଷରୁ ମଧ୍ୟ କୌଣସି ସୂଚନା ମିଳିନାହିଁ । ତେବେ ଇସ୍ତଫା ଦେବା ପରେ ବିଜୟ ରୂପାଣୀ କହିଛନ୍ତି, ଦଳରେ ଏହା ଏକ ସ୍ୱାଭାବିକ ପକ୍ରିୟା । ମୋତେ ୫ ବର୍ଷ ଯାଏଁ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ମିଳିଥିଲା । ଦଳ ଯେଉଁ ଦାୟିତ୍ୱ ଦେବ ତାହାକୁ ଗ୍ରହଣ କରିବି । ଆଗକୁ ଗୁଜୁରାଟ ରାଜନୀତିର ମଙ୍ଗ କିଏ ଧରିବ ତାହା ଉପରେ ସମସ୍ତଙ୍କର ନଜର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ