Masthead

ପାଣିରେ ବୁଡ଼ିଛି ବିମାନବନ୍ଦର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) : ବର୍ଷା ପରେ ସ୍ଥତି ଅସମ୍ଭାଳ । ସକାଳୁ ଲଗାତର ବର୍ଷା ହେବାପରେ ଦିଲ୍ଲୀରେ ଦେଖାଦେଇଛି ଜଳସ୍ତର ବୃଦ୍ଧି ସମସ୍ୟା । ଏହା ସହ ଦକ୍ଷିଣ ଦିଲ୍ଲୀର ମହିପାଲପୁର ଏବଂ ମୁନିରକାର ରାସ୍ତା ଗୁଡ଼ିକ ମଧ୍ୟ ବର୍ଷା ପାଣିରେ ବୁଡ଼ି ରହିଥିବା ବେଳେ ଜନଜୀବନ ଅସ୍ତ ବ୍ୟସ୍ତ ହୋଇପଡ଼ିଛି ।

କିନ୍ତୁ ବର୍ଷା ପାଣିରେ ବୁଡିଛି ରନ୍ ୱେ । ଦିଲ୍ଲୀ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଟର୍ମିନାଲ-୩ରେ ବର୍ଷା ପାଣି ଲହଡି ଭାଙ୍ଗୁଥିବା ଦେଖିବାକୁ ମିଳିଛି । ରନ୍ ୱେ ଉପରେ ପାଣି ମଧ୍ୟ ଜମିଛି । ଫଳରେ ଯାତ୍ରୀମାନେ ବିମାନବନ୍ଦରରରେ ଫସି ରହିଥିବାବେଳେ ଅନେକ ବିମାନର ଗତିପଥ ପରିବର୍ତ୍ତନ କରାଯିବା ସହ ବିମାନକୁ ଡିଲେ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା