Masthead

ରାସ୍ତାରେ ଲହଡ଼ି ଭାଙ୍ଗୁଛି ପାଣି

ଭୁବନ (ବଡ଼ ଖବର ବ୍ୟୁରୋ): ସାମାନ୍ୟ ବର୍ଷାରେ ରାସ୍ତାରେ ଲହଡା ଖେଳୁଛି ଆଣ୍ଠୁଏ ଆଣ୍ଠୁଏ ପାଣି। ଫଳରେ ଅଞ୍ଚଳବାସୀଙ୍କ ଯାତାୟତରେ ସମସ୍ୟା ଉପୁଜୁଛି। ଏପରି ସମସ୍ୟା ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲ୍ଲା ଭୁବନ ଏନଏସିରେ। ତେବେ ଏଠାରେ ନିମ୍ନମାନର ରାସ୍ତା ନିର୍ମାଣ ସାଙ୍ଗକୁ ଡ୍ରେନ୍ ବ୍ୟବସ୍ଥାରେ ସମସ୍ୟା ଥିବାରୁ ଅଧିକାଂଶ ଓ୍ବାର୍ଡରେ ପାଣି ଜମୁଛି।

କେଉଁଠି ଡ୍ରେନ୍ ନିର୍ମାଣର ଆବଶ୍ୟକତା ଥିବାବେଳେ କେଉଁଠି ଡ୍ରେନ୍ ପୋତା ପଡିଥିବାରୁ ପାଣି ନିଷ୍କାସନ ହୋଇପାରୁନାହିଁ। ଫଳରେ ବର୍ଷାହେଲେ ଘଣ୍ଟାଘଣ୍ଟା ଧରି ପାଣି ଜମିରହୁଛି। ଅଧିକ ବର୍ଷା ହେଲେ ଲୋକମାନଙ୍କ ଘରେ ମଧ୍ୟ ବର୍ଷାପାଣି ପଶୁଛି। ତେବେ ସମସ୍ୟା ଦୂର କରିବାପାଇଁ ଭୁବନେଶ୍ବରରୁ ଏକ ସ୍ବତନନ୍ତ୍ର ଟିମ ଭୁବନ ଏନଏସିରେ ଆଜି ତଦନ୍ତ କରି ଫେରିଯାଇଛନ୍ତି। ତୁରନ୍ତ ଏହି ସମସ୍ୟାର ସମାଧାନ ହେବବୋଲି ତଦନ୍ତକାରୀ ଟିମ ଜଣାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି