Masthead

୨ଦିନ ବର୍ଷିବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଏହା ଆସନ୍ତା ୨୪ ଘଣ୍ଟାରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଓଡ଼ିଶା ତଥା ପଶ୍ଚିମବଙ୍ଗ ଉପକୂଳ ଉପରେ ଏହା ଅବପାତର ରୂପ ନେବ।

ଏହାର ପ୍ରଭାବରେ ରବିବାର ଦିନ ରାଜ୍ୟର ୮ ଜିଲ୍ଲା ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାତ‌ର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ସୋମବାର ଗଞ୍ଜାମ, ବାଲେଶ୍ବର, ନୟାଗଡ଼, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୋନପୁର, ବଲାଙ୍ଗୀର ଓ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷାର ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼