ଜିତିଲେ ବିରୋଧୀ, ବଦଳିଲେ ଜଗତସିଂପୁର ଜିଲ୍ଲାପାଳ

ଜଗତସିହଂପୁର (ବଡ଼ ଖବର ବ୍ୟୁରୋ): ବଦଳିଲେ ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର । ତାଙ୍କୁ ଜିଏ ଆଣ୍ଡ ପିଜି ଡିପାର୍ଟମେଣ୍ଟର ଓଏସଡି ଭାବେ ନିଯୁକ୍ତି ଦିଆଯାଇଛି । ଆସନ୍ତା ନଭେମ୍ବର ୩ରେ ତିର୍ତ୍ତୋଲରେ ଉପନିର୍ବାଚନ ହେବ । ସଂଗ୍ରାମ କେଶରୀଙ୍କ ଘର ତିର୍ତ୍ତୋଲରେ ହୋଇଥିବାରୁ ନିର୍ବାଚନରେ ନିରପେକ୍ଷତା ନେଇ ବିରୋଧୀ ସନ୍ଦେହ କରିଥିଲେ । ତାଙ୍କୁ ବଦଳି କରିବା ପାଇଁ ବିରୋଧୀମାନେ ନିର୍ବାଚନ କମିଶନରଙ୍କ ଦ୍ୱାରସ୍ଥ ହୋଇଥିଲେ । ଏବେ ସଂଗ୍ରାମଙ୍କ ବଦଳି ହୋଇଥିବାରୁ ବିରୋଧୀ ଖୁସ୍ । ଜଗତସିଂପୁରର ନୂତନ ଜିଲ୍ଲାପାଳ ଭାବେ ସରୋଜ କୁମାର ମିଶ୍ରଙ୍କୁ ନିଯୁକ୍ତି ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ