Masthead

ଅଭିଷେକ ବାନାର୍ଜୀଙ୍କୁ ପୁଣି ଇଡ଼ିର ନୋଟିସ

କୋଲକାତା(ବଡ଼ ଖବର ବ୍ୟୁରୋ): ତୃଣମୂଳ କଂଗ୍ରେସ ସାଂସଦ ଅଭିଷେକ ବାନାର୍ଜୀଙ୍କ ଅଡ଼ୁଆ ଦିନକୁ ଦିନ ବଢିବାରେ ଲାଗିଛି । ଏହା ମଧ୍ୟରେ ଅଭିଷେକ ବାନାର୍ଜୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପୁଣିଥରେ ପଚରାଉଚରା କରିବା ପାଇଁ ଯାଉଛି । ଏନେଇ ଇଡ଼ି ନୋଟିସ ପଠାଇଥିବାର ସୂଚନା ମିଳିଛି । ତେବେ ବହୁ ଚର୍ଚ୍ଚିତ କୋଇଲା ଘୋଟାଲା ସହ ଜଡ଼ିତ ଥିବା ଅଭିଷେକ ବାନାର୍ଜୀଙ୍କୁ ଇଡ଼ି ଏହା ପୂର୍ବରୁ ଜେରା କରିସାରିଛି ।

ଅପରପକ୍ଷରେ ସେପ୍ଟେମ୍ବର ୨୦ କିମ୍ବା ୨୧ ତାରିଖରେ ଅଭିଷେକ ବାନାର୍ଜୀଙ୍କୁ ଇଡ଼ି ଜେରା କରିପାରେ ବୋଲି ଅନୁମାନ କରାଯାଉଛି । କେବଳ ଅଭିଷେକ ନୁହଁନ୍ତି ବରଂ କୋଇଲା ଘୋଟାଲା ମାମଲାରେ ଅନେକ ରାଜନେତାମାନଙ୍କର ନାମ ସାମ୍ନାକୁ ଆସିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ