Masthead

ବିଜେପିରେ ଯୋଗ ଦେଲେ ଶ୍ରେୟାସୀ ସିଂ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିହାରର ପୂର୍ବତନ ବରିଷ୍ଠ ନେତା ଦୀପାବଳି ସିଂଙ୍କ ଝିଅ ଶ୍ରେୟାସୀ ସିଂ ରବିବାର ବିଜେପିରେ ଯୋଗଦେଇଛନ୍ତି । ଭୁପେନ୍ଦ୍ର ଯାଦବଙ୍କ ଉପସ୍ଥିତିରେ ବିଜେପିରେ ଯୋଗ ଦେଇଛନ୍ତି ଶ୍ରେୟାସୀ । ପରେ ସେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କୁ ଭେଟିଛନ୍ତି । ଶ୍ରେୟସୀଙ୍କ ମା ପୁତୁଲ ସିଂ ମଧ୍ୟ ସାଂସଦ ଅଛନ୍ତି । ଶ୍ରେୟାସୀ ଆଗାମୀ ବିହାର ବିଧାନସଭା ନିର୍ବାଚନରେ ବିଜେପି ପକ୍ଷରୁ ନିର୍ବାଚନ ଲଢିବେ ବୋଲି ଚର୍ଚ୍ଚା ହେଉଛି । ଉଲ୍ଲେଖଯୋଗ୍ୟ, ଗତ ୨୦୧୪ରେ ଗ୍ଲାସଗୋ କମନୱେଲଥ ଗେମ୍ସରେ ଶ୍ରେୟାସୀ ଶୁଟିଂରେ ଡବଲ ଟ୍ରାପରେ ରୌପ୍ୟ ପଦକ ଜିତିଥିଲେ । ଆଗାମୀ ବିହାର ବିଧାନସଭା ନିର୍ବାଚନରେ ଶ୍ରେୟାସୀ ବାଙ୍କା କିମ୍ବା ଜାମୁଇ ବିଧାନସଭା ଆସନରୁ ପ୍ରତିଦ୍ୱନ୍ଦିତା କରିବେ ବୋଲି ଆଶା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ