Masthead

ଅମିତ ଶାହଙ୍କର ସିକ୍ରେଟ ମିଟିଂ ପରେ ରୂପାଣୀ ଦେଲେ ଇସ୍ତଫା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫାକୁ ସହଜରେ ବିରୋଧୀ ଦଳ ହଜମ କରିପାରୁ ନାହାଁନ୍ତି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ନିକଟତର କୁହାଯାଉଥିବା ବିଜୟ ରୂପାଣୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ସମସ୍ତଙ୍କୁ ଚକିତ କରିଦେଇଛି । ଏହା ମଧ୍ୟରେ ଆଉ ଏକ ତଥ୍ୟ ସାମ୍ନାକୁ ଆସିଛି । ତେବେ ଅମିତ ଶାହାଙ୍କ ଗୁଜରାଟ ଗସ୍ତ ପରେ ହିଁ ଏସବୁ ହୋଇଥିବାର ସୂଚନା ମିଳିଛି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଅଚାନକ ଶୁକ୍ରବାର ରାତିରେ ଗୁଜୁରାଟ ଗସ୍ତ କରିଥିଲେ । ଏବଂ ସକାଳୁ ପୁଣି ଦିଲ୍ଲୀ ଫେରିଆସିଥିବାର ସୂଚନା ମିଳିଛି ।

ଇତି ମଧ୍ୟରେ ବିଜୟ ରୂପାନୀଙ୍କ ଇସ୍ତଫା ପଛରେ ଅମିତ ଶାହାଙ୍କର ହଠାତ ଗୁଜରାଟ ଗସ୍ତ ରହିଛି ବୋଲି ଅନୁମାନ କରାଯାଉଛି । ଏପରିକି ଏହି ଗସ୍ତ ବିଷୟରେ ଗୁଜରାଟର ଅନେକ ବିଧାୟକ ଏବଂ ମନ୍ତ୍ରୀଙ୍କୁ ମଧ୍ୟ ସୁରାକ ମିଳିନଥିଲା । ଅନ୍ୟପଟେ ବିଜୟ ରୂପାଣୀଙ୍କ ଇସ୍ତଫା ପଛର ମୂଳ କାରଣଟି ଏପର୍ଯ୍ୟନ୍ତି ଜଣାପଡ଼ିନାହିଁ । ଏନେଇ ଦଳ ପକ୍ଷରୁ କୌଣସି ସୂଚନା ପ୍ରଦାନ କରାଯାଇ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ