୪୦୩ ନୁହେଁ ବରଂ ୧୦୦ ଆସନରେ ନିର୍ବାଚନ ଲଢିବ ଶିବସେନା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଉତ୍ତରପ୍ରଦେଶ ନିର୍ବାଚନକୁ ନେଇ କରିଥିବା ଘୋଷଣାର କିଛି ସମୟ ପରେ ୟୁଟର୍ଣ୍ଣ ନେଇଛି ଶିବସେନା । ଦଳୀୟ କାର୍ଯ୍ୟକାରିଣୀରେ ସମସ୍ତ ୪୦୩ ବିଧାନସଭା ଆସନରେ ପ୍ରାର୍ଥୀ ଦିଆଯିବ ବୋଲି ଘୋଷଣା କରାଯାଇଥିଲା । ମାତ୍ର ବର୍ତ୍ତମାନ ଶିବସେନା ମାତ୍ର ୧୦୦ ଟି ବିଧାନସଭା ଆସନରେ ପ୍ରାର୍ଥୀ ଦେବ ବୋଲି ଗଣମାଧ୍ୟମ ନିକଟରେ ସ୍ପଷ୍ଟ କରିଛି ।

ଏନେଇ ଶିବସେନା ମୁଖପାତ୍ର ସଞ୍ଜୟ ରାୱତ ସୂଚନା ଦେଇଛନ୍ତି । ସେହିପରି ଗୋଆରେ ଶିବସେନା ୨୦ ଟି ଆସନରେ ପ୍ରତିନ୍ଦ୍ୱତିତା କରିବ ବୋଲି ସୂଚନା ମିଳିଛି । ଯଦି ଆବଶ୍ୟକ ପଡ଼େ ତାହାଲେ ଗୋଆରେ ମେଣ୍ଟ ଗଠନ କରାଯିବ ବୋଲି ସଞ୍ଚୟ ରାୱତ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ