Masthead

ପୁଣିଥରେ ଆପ ରାଷ୍ଟ୍ରୀୟ ସଂଯୋଜକ ହେଲେ କେଜ୍ରିୱାଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପୁଣିଥରେ ଆମ ଆଦମି ପାର୍ଟିର ରାଷ୍ଟୀୟ ସଂଯୋଜକ ଭାବରେ ନିର୍ବାଚିତ ହୋଇଛନ୍ତି । ଏହାକୁ ମିଶାଇ ଲଗାତାର ତୃତୀୟ ଥର ପାଇଁ ଏହି ପଦକୁ କେଜ୍ରିୱାଲ ସମ୍ଭାଳିବାକୁ ଯାଉଛନ୍ତି ।

ତେବେ ଆଜି ଆମ ଆଦମି ପାର୍ଟିର ରାଷ୍ଟ୍ରୀୟ ପରିଷଦର ବୈଠକରେ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀର ନିର୍ବାଚନ ହୋଇଥିଲା । ଏବଂ ଏଥିରେ ପୁଣି ଥରେ କେଜ୍ରିୱାଲଙ୍କୁ ରାଷ୍ଟ୍ରୀୟ ସଂଯୋଜକ ଭାବରେ ବଛାଯାଇଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ