ମୂର୍ତ୍ତି ବିସର୍ଜନ ବେଳେ ଭାସିଗଲେ ନାବାଳକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ:  ଗଣେଶ ମୂର୍ତ୍ତି ବିସର୍ଜନ କରିବା ବେଳେ ଘଟିଛି ଅଘଟଣ । ମୂର୍ତ୍ତି ବିସର୍ଜନ କରିବାକୁ ଯାଇ ଭାସିଗଲେ ନାବାଳକ । ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ରାଜଘାଟଠାରେ ଥିବା ବରୁଣୀ ମନ୍ଦିର ସୁବର୍ଣ୍ଣରେଖା ନଦୀ ଘାଟ ଠାରେ । ନିଖୋଜ ଥିବା ଛାତ୍ରଜଣକ ହେଲେ ରାମଚନ୍ଦ୍ରପୁର ଗାଁର ଗୁରୁପ୍ରସାଦ ସାମଲ ।

ସୂଚନା ଅନୁସାରେ ଗୁରୁପ୍ରସାଦ ନିଜ ସାହି ପିଲାଙ୍କ ସହ ଗଣେଶ ମୂର୍ତ୍ତି ବିସର୍ଜନ କରିବାକୁ ସୁବର୍ଣ୍ଣରେଖା ନଦୀକୁ ଯାଇଥିଲେ । ତେବେ ମୂର୍ତ୍ତି ବିସର୍ଜନ କରୁ କରୁ ସମସ୍ତଙ୍କ ଗୋଡ ଖସି ଯାଇଥିଲା । ହେଲେ ସମସ୍ତେ ପହଁରି ପଳାଇ ଆସିଥିବା ବେଳେ ଗୁରୁପ୍ରସାଦ ପାଣିରେ ବୁଡି ଯାଇଥିଲେ । ତେବେ ଖବର ପାଇ ଘଟଣାସ୍ଥଳରେ ଜଳେଶ୍ୱର ଅଗ୍ନିଶମ ବାହିନୀ ପହଞ୍ଚି ଖୋଜା ଖୋଜି ଆରମ୍ଭ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’