Masthead

ଡେଥ ସାର୍ଟିଫିକେଟରେ ଦର୍ଶାଯିବ କରୋନା ମୃତ୍ୟୁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କରୋନାରେ ସଂକ୍ରମିତ ହୋଇ ମୃତ୍ୟୁବରଣ କରିଥିବା ଲୋକଙ୍କ ଡ଼େଥ ସାଟିଫିକେଟରେ ଦର୍ଶାଯିବ କରୋନା ମୃତ୍ୟୁ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଓ ଇଣ୍ଡିଆନ୍‌ କାଉଂସିଲ ଅଫ୍‌ ମେଡିକାଲ ରିସର୍ଚ୍ଚ ପକ୍ଷରୁ ରାଜ୍ୟ ସରକାର ଗୁଡିକୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଅପରପକ୍ଷରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ କେନ୍ଦ୍ର ସରକାର ରାଜ୍ୟମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ, ଯଦି କୌଣସି ବ୍ୟକ୍ତିଙ୍କର କରୋନାରେ ମୃତ୍ୟୁ ହୁଏ ତେବେ ମୃତ୍ୟୁ ପ୍ରମାଣପତ୍ରରେ ‘କରୋନାରେ ମୃତ୍ୟୁ’ ହୋଇଥିବା ନେଇ ଦର୍ଶାଇବାକୁ ପଡିବ।

ପୂର୍ବରୁ ବହୁ ଲୋକ କରୋନାରେ ଆଖିବୁଜି ଥିବା ବେଳେ ସେମାନଙ୍କ ପରିବାର ସଦସ୍ୟ କରୋନା ଜନିତ ମୃତ୍ୟୁ ସାର୍ଟିଫିକେଟ ପାଇନଥିବା ଅଭିଯୋଗ ଆଣିଥିଲେ। ନୂଆ ନିୟମ ପରେ ସେମାନଙ୍କ ପରିବାର ସହଦ୍ୟ ଏବେ କୋଭିଡ ମୃତ୍ୟୁ ପ୍ରମାଣପତ୍ର ପାଇଁ ଆବେଦନ କରିପାରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ