କୃଷକମାନଙ୍କ ସହିତ ବରୁଣ ଗାନ୍ଧି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସାର ଦେଶରେ କୃଷକ ଆନ୍ଦେଳନ ତୀବ୍ର ହେବାକୁ ଲାଗିଛି । ଏହା ମଧ୍ୟରେ ବରୁଣ ଗାନ୍ଧି କୃଷକମାନଙ୍କ ସପକ୍ଷରେ ବାହାରିଥିଲେ । ଯାହାକି ସାରା ଦେଶ ସହ ବିଜେପି ଦଳକୁ ମଧ୍ୟ ଚକିତ କରିଦେଇଥିଲା । କିନ୍ତୁ ବର୍ତ୍ତମାନ ପୁଣିଥରେ ଚାଷୀଙ୍କ ସପକ୍ଷରେ ବାହାରିଛନ୍ତି ବରୁଣ ଗାନ୍ଧି ।

କେବଳ ଏତିକି ନୁହେଁ ବରଂ ଆଳୁର ମୂଲ୍ୟକୁ କ୍ୱିଣ୍ଟାଲ ପିଛା ୪୦୦ ଟଙ୍କା ବୃଦ୍ଧି କରିବାକୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ ଯୋଗୀଙ୍କୁ ଚିଠି ଲେଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’