Masthead

ଆଜିଠୁ ଯୁକ୍ତ୩ ନାମଲେଖା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ଯୁକ୍ତ୩ ନାମଲେଖା । ପ୍ରଥମ ପର୍ଯ୍ୟାୟ ମେଧା ତାଲିକାରେ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀ ଆସନ୍ତା ୧୬ ତାରିଖ ମଧ୍ୟରେ ଆଲଟ୍‌ ହୋଇଥିବା କଲେଜରେ ରିପୋର୍ଟିଂ କରିବା ସହ ନାମ ଲେଖାଇପାରିବେ।

୨୦୨୧-୨୨ ଶିକ୍ଷାବର୍ଷରେ ୨ ଲକ୍ଷ ୪୯ ହଜାର ୫୩୯ ସିଟ୍‌ରେ ନାମଲେଖା ପାଇଁ ୨ଲକ୍ଷ ୪୪ ହଜାର ୨୫୨ ଛାତ୍ରଛାତ୍ରୀ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୧ ଲକ୍ଷ ୬୮ ହଜାର ୫୩୭ ଛାତ୍ରଛାତ୍ରୀ ନାମଲେଖା ଲାଗି ଯୋଗ୍ୟ ବିବେଚିତ ହୋଇଛନ୍ତି।

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ