Masthead

ଆଜିଠୁ ପୁଣି ଜଗା ଦର୍ଶନ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ପୁଣି ଜଗା ଦର୍ଶନ କରିବେ ଭକ୍ତ । ତିନି ଦିନ ବନ୍ଦ ପରେ ଆଜି ଖୋଲିବ ଶ୍ରୀମନ୍ଦିର । ଗଣେଶ ପୂଜାଠାରୁ ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିଥିଲା ଶ୍ରୀମନ୍ଦିର । ଆଜିଠାରୁ ପୁଣି ଜଗା ଦର୍ଶନ ଆରମ୍ଭ । ତେବେ କରୋନା କଟକଣାକୁ କିଛି ମାତ୍ରାରେ କୋହଳ କରିଛି ପ୍ରଶାସନ।

ଶ୍ରୀମନ୍ଦିରକୁ ପୂଜା ସାମଗ୍ରୀ ନେଇପାରିବେ ଶ୍ରଦ୍ଧାଳୁ । ଏହାସହ ଆନନ୍ଦ ବଜାରରେ ବସି ମହାପ୍ରସାଦ ମଧ୍ୟ ସେବନ କରିପାରିବେ। ଜଗା ପାଇଁ ଏଣିକି ଶ୍ରଦ୍ଧାଳୁ ନେଇ ପାରିବେ ତୁଳସୀ ମାଳ ଏବଂ ପୂଜା ସାମଗ୍ରୀ। ଏହାସହ ଆନନ୍ଦ ବଜାରରେ ବସି ମହାପ୍ରସାଦ ସେବନ କରିପାରିବେ ଭକ୍ତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ