Masthead

ଆଜି ଶପଥ ନେବେ ଭୂପେନ୍ଦ୍ର ପଟେଲ୍

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ଶପଥ ନେବେ ଭୂପେନ୍ଦ୍ର ପଟେଲ୍ । ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ହେବେ ଭୂପେନ୍ଦ୍ର ପଟେଲ୍ । ବିଜେପି ବିଧାୟକ ଦଳ ବୈଠକରେ ଏ ସଂପର୍କରେ ନିଷ୍ପତ୍ତି ହୋଇଛି। ଅହମ୍ମଦାବାଦରେ ବିଜେପି ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ବିଜୟ ରୂପାଣୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାପରେ କିଏ ହେବ ଗୁଜରାଟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ତାକୁ ନେଇ ଚର୍ଚ୍ଚା ଚାଲିଥିଲା ।

ଭୂପେନ୍ଦ୍ରଭାଇ ରଜନୀକାନ୍ତ ପଟେଲ୍ ଗୁଜରାଟର ଘାଟଲୋଦିଆ ଆସନରୁ ବିଧାୟକ ଅଛନ୍ତି। ସେ ୨୦୧୭ ବିଧାନସଭା ନିର୍ବାଚନରେ ଅହମ୍ମଦାବାଦ ଜିଲ୍ଲାର ଘାଟଲୋଦିଆ ଆସନରେ କଂଗ୍ରେସର ଶଶୀକାନ୍ତ ବାସୁଦେବଭାଇ ପଟେଲଙ୍କୁ ହରାଇଥିଲେ। ପଟେଲ ପାଟିଦାର ନେତା ଭାବେ ଭୂପେନ୍ଦ୍ର ଅହମ୍ମଦାବାଦ ମ୍ୟୁନିସିପାଲ୍ କାଉନସିଲର୍ ଭାବେ କାମ କରିଆସିଛନ୍ତି। ସେ ପେସାରେ ଜଣେ ଇଞ୍ଜିନିୟର। ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୁପାଣୀ ଭୂପେନ୍ଦ୍ର ଭାଇ ପଟେଲଙ୍କ ନାଁ ପ୍ରସ୍ତାବ ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା