Masthead

ଆଜି କଟକ ବନ୍ଦ

କଟକ(ବଡ଼ ଖବର ବ୍ୟୁରୋ): ଆଜି ୧୨ ଘଣ୍ଟିଆ କଟକ ବନ୍ଦ । ମୂର୍ତ୍ତି ଉଚ୍ଚତା ବିବାଦକୁ ନେଇ କଟକ ବନ୍ଦ ଡାକରା ଦେଇଛି କଟକ ନଗର ବିଜେପି। ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦିଆଯାଇଛି। ତେବେ ସମସ୍ତ ଜରୁରୀ ସେବାକୁ ବାଦ ଦିଆଯିବ । ଶାନ୍ତିପୂର୍ଣ୍ଣ ଉପାୟରେ ବନ୍ଦ ପାଳନ କରାଯିବ ଓ କୌଣସି ରାସ୍ତାରୋକ କରାଯିବ ନାହିଁ । ମୂର୍ତ୍ତି ଉଚ୍ଚତା ଗତବର୍ଷ ଭଳି ୪ଫୁଟରେ ସୀମିତ ରହିବ ବୋଲି ଏସଆରସି ଘୋଷଣା କରିବା ପରେ ଏହାକୁ ନେଇ କଟକରେ ଅସନ୍ତୋଷ ବଢ଼ିଥିଲା ।

ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କାରେ ୧୨ ପ୍ଲାଟୁନ୍ ପୁଲିସ ଫୋର୍ସ କଟକ କମିସନରେଟରେ ମୁତୟନ କରାଯିବାର ବ୍ୟବସ୍ଥା ହୋଇଛି। କଲେଜ ଛକ, ଦୋଳମୁଣ୍ଡାଇ, ଓଏମପି ଛକ, ଖାନନଗର, ଜିଲ୍ଲାପାଳ ଅଫିସ ସାମନା, ସିଏମ୍ ସି ଅଫିସ ସାମନା, ବକ୍ସିବଜାର, ଚଣ୍ଡୀଛକ, ବାଦାମବାଡ଼ି, ଆକାଶବାଣୀ ଭବନ ସାମ୍‌ନା ଇତ୍ୟାଦି ଅଞ୍ଚଳକୁ ସମ୍ବେଦନଶୀଳ ଅଞ୍ଚଳରେ ଅସ୍ଥାୟୀ ଚେକ୍ ପୋଷ୍ଟ୍ ଖୋଲାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି