Masthead

ଆଖଣ୍ଡଳମଣିଙ୍କ ଗର୍ଭଗୃହରେ ପାଣି

ଆରଡି (ବଡ଼ ଖବର ବ୍ୟୁରୋ): ଲଗାଣ ବର୍ଷା ଓ ପବନ ଯୋଗୁ ଅଶାନ୍ତ ହୋଇଥିବା ସମୁଦ୍ରରୁ ଉଠି ଆସୁଛି ଉଚ୍ଚ ଜୁଆରପାଣି। ଯାହାର ପ୍ରଭାବରେ ତଳମୁଣ୍ଡରେ ଉଛୁଳିବାରେ ଲାଗିଛି ବୈତରଣୀ ଓ ସାଳନ୍ଦୀ ନଦୀ। ଚାନ୍ଦବାଲି ଅଞ୍ଚଳର ବହୁ ତଳିଆ ଅଞ୍ଚଳ ଏବେ ଜଳମଗ୍ନ ହୋଇଥିବା ବେଳେ ଆରଡିପୀଠ ବାବା ଆଖଣ୍ଡଳମଣିଙ୍କ ଗର୍ଭଗୃହରେ ଲହଡି ଭାଙ୍ଗୁଛି ଆଣ୍ଠୁଏ ଉଚ୍ଚରୁ ପାଣି।

ଫଳରେ ମଣିବାବାଙ୍କ ବିଗ୍ରହ ଅର୍ଦ୍ଧାଧିକ ଭାଗ ବୁଡିଯିବାରୁ ସକାଳ ପହିଲି ନୀତିକାନ୍ତୀରେ ମଙ୍ଗଳ ଆଳତୀ, ପୂଜାର୍ଚ୍ଚନା ବିଳମ୍ବ ହୋଇଛି। ଏବେ ମଟର ଚାଳିତ ପମ୍ପ ଦ୍ବାରା ଜଳନିଷ୍କାସନ କରାଯାଉଥିବା ମନ୍ଦିର ପ୍ରଶାସନିକ ଅଧିକାରୀ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼