Masthead

୨୪ ଘଣ୍ଟାରେ ୪୭୧ ପଜିଟିଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୬୮୩୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୪ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୯୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୬୮୩୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୯୪୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୨୧୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୯୦୫୦୭୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?