Masthead

୧୨ଜିଲ୍ଲାରେ ସ୍କୁଲ ଛୁଟି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭାସୁଛି ଓଡ଼ିଶା । ସାରା ରାଜ୍ୟରେ ବର୍ଷା କରୁଛି ତାଣ୍ଡବ । ଏହାକୁ ନଜରରେ ରଖି ଆଜି ୧୨ଜିଲ୍ଲାରେ ସ୍କୁଲ ଛୁଟି  । ଛୁଟି ଘୋଷଣା ନେଇ ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ।

ପୁରୀ, କଟକ, ଖୋର୍ଦ୍ଧା, ଜଗତସିଂହପୁର, ଢେଙ୍କାନାଳ, କେନ୍ଦ୍ରାପଡା, ନୟାଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ସୋନପୁର ଓ ବରଗଡ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା । ଏହା ସହ ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ସୋନପୁର ଓ ବରଗଡ଼ ଜିଲ୍ଲାରେ ମଧ୍ୟ ଆଜି ସ୍କୁଲ ଛୁଟି ଘୋଷଣା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା