Masthead

ପୁରୀରେ ସ୍କୁଲ ବନ୍ଦ

ପୁରୀ(ବଡ଼ ଖବର ବ୍ୟୁରୋ): ଲଗାଣ ବର୍ଷା ଯୋଗୁଁ ପୁରୀରେ ଆଜି ସ୍କୁଲ ଛୁଟି ଘୋଷଣା । ଗୋଟିଏ ଦିନ ପାଇଁ ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ରହିବ । ଏନେଇ ସୂଚନା ଦେଲେ ଜିଲ୍ଲାପାଳ ।

ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି । ୨୪ ଘଣ୍ଟାରେ ପୁରୀରେ ସର୍ବାଧିକ ୩୨୯ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଯାହାକୁ ନେଇ ଆଜି ଗୋଟିଏ ଦିନ ପାଇଁ ସ୍କୁଲ ବନ୍ଦ ଘୋଷଣା କରିଛନ୍ତି ଜିଲ୍ଲାପାଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା