Masthead

ଜଳମଗ୍ନ ଅସ୍ତରଙ୍ଗ

ଅସ୍ତରଙ୍ଗ(ବଡ଼ ଖବର ବ୍ୟୁରୋ): ଲଘୁଚାପ ବର୍ଷାରେ ଅସ୍ତରଙ୍ଗ ବ୍ଲକର ବିଭିନ୍ନ ଗ୍ରାମ ଜଳମଗ୍ନ ଓ ଯୋଗାଯୋଗ ବିଛିନ୍ନ ହୋଇଛି । ଜଳବନ୍ଦୀ ଥିବା ଲୋକଙ୍କୁ ସ୍ଥାନାନ୍ତର ପ୍ରକ୍ରିୟା ଜାରି ରଖିଛି ପ୍ରସାଶନ । ଗତକାଲି ଠାରୁ ଲଗାଣ ବର୍ଷା ଯୋଗୁଁ ଅସ୍ତରଙ୍ଗ ବ୍ଲକର ବିଭିନ୍ନ ପଂଚାୟତ ଜଳମଗ୍ନ ହୋଇଛି ।

ଅସ୍ତରଙ୍ଗ ବ୍ଲକର ତଳୁଆ ଅଂଚଳ ଛୁରିଆନା, ସହନ, ନଗର, ବାଲିଡିଆ ଅନେକ ସ୍ଥାନରେ ଲୋକ ମାନେ ଜଳମଗ୍ନ ଅବସ୍ଥାରେ ରହିଛନ୍ତି, ଅନେକ ସ୍ଥାନରେ ଘର ର କାନ୍ଥ ପଡି ଗାଈ ମାନଙ୍କର ମଧ୍ୟ ମୃତ୍ୟୁ ମଧ୍ୟ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼