Masthead

ଅଭିନେତ୍ରୀ ତମନ୍ନାଙ୍କୁ କରୋନା

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): କରୋନା ମହାମାରୀ ସାରା ବିଶ୍ୱରେ କାୟା ବିସ୍ତାର କରିବାରେ ଲାଗିଛି । କରୋନା କବଳରୁ ବଲିଉଡ଼ ମଧ୍ୟ ବାଦ ପଡିନାହିଁ । କିଛିଦିନ ପୂର୍ବରୁ ବଚ୍ଚନ ପରିବାର ଏହି ମହାମାରୀର ଶିକାର ହୋଇଥିଲେ । ବଚ୍ଚନ ପରିବାର ସୁସ୍ଥ ହେବା ପରେ ଏବେ ବଲିଉଡ଼ର ଅଭିନେତ୍ରୀ ତମନ୍ନା ଭାଟିଆ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଗତ କିଛିଦିନ ହେବ ସେ ୱେବ୍ ସିରିଜ ପାଇଁ ହାଇଦ୍ରାବାଦରେ ଥିଲେ । ସେଠାରେ ତାଙ୍କର କରୋନା ରିପୋର୍ଟ ପଜିଟିଭ ଆସିଥିଲା । ତାଙ୍କ ପାଖରେ କରୋନା ଲକ୍ଷଣ ଦେଖାଯିବାରୁ ତାଙ୍କୁ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତୀ କରାଯାଇଛି ।

କିଛିଦିନ ପୂର୍ବରୁ ତମନ୍ନା ଏକ ପୋଷ୍ଟ ମାଧ୍ୟମରେ କହିଥିଲେ, ଯେ ତାଙ୍କ ମା-ବାପା କୋଭିଡିରେ ଆକ୍ରାନ୍ତ ହୋଇଥିଲେ । ସେମାନଙ୍କର ରିପୋର୍ଟ ପଜିଟିଭ ଆସିଥିଲା । ପରେ ଓ ପରିବାରର ଅନ୍ୟ ସଦସ୍ୟମାନଙ୍କର ରିପୋର୍ଟ ନେଗେଟିଭ ଆସିଥିଲା । ତମନ୍ନାଙ୍କର ଅନୁଗାମୀ ଓ ପ୍ରଶଂସକମାନେ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା