Masthead

ଉଦ୍ଧାର କର, ରନ୍ଧା ଖାଦ୍ୟ ଦିଅ

ଜିଲ୍ଲାପାଳଙ୍କୁ ଏସଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ତଳିଆ ଅଞ୍ଚଳ ଜଳମଗ୍ନ । ଗାଁରୁ ସହର ପାଣି ଆଉ ପାଣି । ଅନେକ ପରିବାର ଜଳବନ୍ଦୀ ଅବସ୍ଥାରେ । ସ୍ଥିତି ଦେଖି ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶନାମା ଜାରି କରିଛନ୍ତି ଏସଆରସି । ଏସଆରସି କହିଛନ୍ତି, ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ଭଳି ସ୍ଥିତି ଉପୁଜୁଛି । ଗାଁ ଗଣ୍ଡା ପାଣିଘେରରେ ରହିଛି । ଏଭଳି ସ୍ଥିତିରେ ଉଦ୍ଧାର କାର୍ଯ୍ୟର ଆବଶ୍ୟକତା ରହିଛି ।

ଏହାସହ ରିଲିଫ କୋଡ୍ ଅନୁଯାୟୀ, ବିପନ୍ନଙ୍କ ପାଖରେ ରନ୍ଧାଖାଦ୍ୟ ଓ ଶୁଖିଲା ଖାଦ୍ୟ ପହଞ୍ଚାଇବାକୁ ହେବ । ଏତଦ୍ ବ୍ୟତୀତ ବର୍ଷା ଯୋଗୁଁ କେଉଁଠି ରାସ୍ତାଘାଟ କ୍ଷତିଗ୍ରସ୍ତ ହୋଇଥିଲେ, ତୁରନ୍ତ ଏହାର ମରାମତି କରାଯିବା ଦରକାର ବୋଲି ଜିଲ୍ଲାପାଳମାନଙ୍କୁ ଏସଆରସି ପି.କେ ଜେନା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା