Masthead

ଅଜଗର ଉଦ୍ଧାର

କଟକ (ବଡ଼ ଖବର ବ୍ୟୁରୋ): ଅଜଗର ଉଦ୍ଧାର । କଟକ ଜିଲ୍ଲା ଚୌଦ୍ୱାର ଥାନାର ଦେବିନଗର ଗ୍ରାମରେ ଦେଖିବାକୁ ମିଳିଥିଲା ଏକ ବିରାଟକାୟ ଅଜଗର ସାପ । ଯାହାର ଲମ୍ବ ପ୍ରାୟ ୧୦ରୁ ୧୨ ଫୁଟ ହେବ । ଗତକାଲି ସନ୍ଧ୍ୟା ୭ଟା ସମୟରେ ଗ୍ରାମର କିଛି ଯୁବକ ମଙ୍ଗଳା ମନ୍ଦିର ପାଖରେ ସେହି ସାପକୁ ଦେଖିବାକୁ ପାଇଥିଲେ । ଏହାପରେ ତୁରନ୍ତ ଡାଲିଯୋଡ଼ା ବନବିଭାଗକୁ ଜଣାଇଥଲେ । ବନବିଭାଗର କର୍ମଚାରୀମାନେ ଆସି ଅଜଗରକୁ ଉଦ୍ଧାର କରି ଡମଣି ଜଙ୍ଗଲରେ ଛାଡ଼ିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ