Masthead

ସାର କଳାବଜାରୀ ଚାଷୀଙ୍କୁ ଶୋଷଣ

ସୋହେଲା(ବଡ଼ ଖବର ବ୍ୟୁରୋ): କେତେବେଳେ ମରୁଡ଼ି ତ କେତେବେଳ ଲଗାଣ ବର୍ଷାରୁ ବନ୍ୟା । ଏ ବର୍ଷ ଯେମିତି ଚାଷୀ ପାଇଁ ଖାଲି ଦୁଃଖ ହିଁ ଦୁଃଖ । ଏହା ସତ୍ତ୍ବେ ଅସାଧୁ ବେପାରୀ ଅମାନବିକତା ଛାଡ଼ି ନାହାନ୍ତି । ବରଗଡ ଜିଲ୍ଲାରେ ୟୁରିଆ ସାରର ଘୋର କଳାବଜାରୀ ଦେଖାଦେଇଛି l

ସୋହେଲା ବ୍ଲକ ଘେଁସଠାରେ ଶ୍ରୀ ଗଣେଶ ଟ୍ରେଡର୍ସଠାରେ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା । ତେବେ ସରକାର ୨୬୬ ଟଙ୍କାରେ ସାର ମୂଲ୍ୟ ନିର୍ଦ୍ଧାରଣ କରିଥିବା ବେଳେ ବ୍ଲାକରେ ଚାଷୀମାନେ ୪୫୦ ଟଙ୍କାରେ କିଣିବାକୁ ବାଧ୍ୟ ହେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼