ଜଳମଗ୍ନ ଭୁବନ

ଭୁବନ (ବଡ଼ ଖବର ବ୍ୟୁରୋ): ଲଗାଣ ବର୍ଷାରେ ଜଳମଗ୍ନ ଢେଙ୍କାନାଳ ଜିଲ୍ଲା ଭୁବନର ବିଭିନ୍ନ ଅଞ୍ଚଳ । ଭୁବନ ବ୍ଲକର ଦୁଇଟି ଗ୍ରାମ ଜୟପୁର ଓ ଦଧିସିଙ୍ଗା ଗ୍ରାମ ବାହ୍ୟ ଜଗତରୁ ବିଛିନ୍ନ ।

ଏକତାଳୀ, ନିମେଇପୁର ଓ ଭୁବନ ରାସ୍ତାରେ ୪ ଫୁଟର ପାଣି । ଯାତାୟତ ବନ୍ଦ ହୋଇଯାଇଛି । ହଜାର ହଜାର ଧାନ ଜମି ଜଳମଗ୍ନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ