Masthead

ବିପଦ ସଙ୍କେତ ଉପରେ କାଂଶବାଂଶ ନଦୀ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବିପଦ ସଙ୍କେତ ଉପରେ କାଂଶବାଂଶ ନଦୀ । ଚିନ୍ତାରେ ତଳିଆ ଅଞ୍ଚଳବାସୀ । ବାଲେଶ୍ବର ଜିଲ୍ଲା ସୋର ସାଜନପୁର ଠାରେ ଥିବା କାଂଶବାଂଶ ନଦୀରେ ବଢୁଛି ବନ୍ୟା ପାଣି । ନଦୀର ବିପଦ ସଂକେତ ୬.୮୪ ଥିବାବେଳେ ବର୍ତମାନ ଏହା ୭.୫୦ ଉପରେ ବନ୍ୟାଜଳ ପ୍ରବାହିତ ହେଉଛି ।

ବର୍ତ୍ତମାନ ସୋରରେ ଝିପିଝିପି ବର୍ଷା ଲାଗିରହିଛି । ଯଦି ଏମିତି ବର୍ଷା ଲାଗି ରହେ ତାହେଲେ ତଳିଆ ଅଂଚଳ ଯଥା ତଳନଗର, ସୁନାରି, ଆଙ୍କ ସବିରା, ପାଖର, ଅନନ୍ତପୁର, ଏହି ସବୁ ଗ୍ରାମରେ ବନ୍ୟାଜଳ ଘର ଭିତରକୁ ପ୍ରବେଶ କରିବ ବୋଲି ଆଶଙ୍କା କରାଯାଉଛି । ତେବେ ଏପରି ତୁହାକୁ ତୁହାକୁ ବର୍ଷାକୁ ନେଇ ଚିନ୍ତାରେ ତଳିଆ ଅଞ୍ଚଳବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼