Masthead

ବିଜେପି ମହିଳା ମୋର୍ଚ୍ଚା ଅଧ୍ୟକ୍ଷାଙ୍କ ଟ୍ୱିଟର ହ୍ୟାକ

କୋଲକାତା(ବଡ଼ ଖବର ବ୍ୟୁରୋ): ସାରା ଦେଶର ନଜର ବର୍ତ୍ତମାନ ପଶ୍ଚିମବଙ୍ଗ ଉପରେ ରହିଛି । ଏହା ମଧ୍ୟରେ ପଶ୍ଚିମବଙ୍ଗର ବିଜେପି ମହିଳା ମୋର୍ଚ୍ଚା ଅଧ୍ୟକ୍ଷା ତଥା ଆସାମସୋଲର ଦକ୍ଷିଣ ବିଜେପି ବିଧାୟକ ଅଗ୍ନିମିତ୍ରା ପୋଲଙ୍କ ଟ୍ୱିଟର ହ୍ୟାକ ହୋଇଥିବାର କଥା ସାମ୍ନାକୁ ଆସିଛି । ଏନେଇ କୋଲକାତା ପୁଲିସଙ୍କ ନିକଟରେ ଅଭିଯୋଗ କରିଥିବାର ସୂଚନା ମିଳିଛି ।

ତେବେ ଗୋଟିଏ ଅଜଣା ନମ୍ବରରୁ ତାଙ୍କ ପାଖକୁ ପ୍ରଥମେ ମେସେଜ ଆସିଥିଲା । ଏବଂ ଏହା ପରେ ତାଙ୍କ ଟ୍ୱିଟର ଆକାଉଣ୍ଟ ହ୍ୟାକ ହୋଇଥିଲା ବୋଲି ସେ ତାଙ୍କ ଅଭିଯୋଗରେ ଦର୍ଶାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ