Masthead

ପାଣି ଘେରରେ ଲୋକେ, ପହଞ୍ଚିନି ପ୍ରଶାସନ

ନାଉଗାଁ (ବଡ଼ ଖବର ବ୍ୟୁରୋ): ଲଘୁଚାପ ଜନିତ ଲଗାଣ ବର୍ଷାରେ ଉବୁଟୁବୁ ହୋଇଛି ନାଉଗାଁ ବ୍ଲକ। ବ୍ଲକରେ ୪୨୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଜନଜୀବନ ବ୍ୟାପକ କ୍ଷୟକ୍ଷତି ହୋଇଛି। ପାଣି ଘେରରେ ଥିବା ଲୋକଙ୍କ ପାଖରେ ଏପର୍ଯ୍ୟନ୍ତ ପ୍ରଶାସନ ପହଂଚି ପାରିନାହିଁ ।

ତିନି ଦିନ ହେବ ବିଦ୍ୟୁତ ଯୋଗାଣ ମଧ୍ୟ ବନ୍ଦ ରହିଛି । ବିଦ୍ୟୁତ ବିଭାଗ କର୍ମଚାରୀଙ୍କୁ କହିବା ପରେ ୪ଟା ପରେ ସେମାନେ ଆଉ କାମ କରିବେ ନାହିଁ ବୋଲି କହିଛନ୍ତି । ଏବଂ ୨ହଜାର ଟଙ୍କା ଦେଲେ କାମ କରିବୁ ବୋଲି କହିଥିବା ଦୃଶ୍ୟ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ