ପାକିସ୍ତାନର ଷଡ଼ଯନ୍ତ୍ର, ୬ ଆତଙ୍କୀ ଗିରଫ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଧରାପଡ଼ିଚଇ ପାକିସ୍ତାନି ଆତଙ୍କୀଙ୍କ ଷଡ଼ଯନ୍ତ୍ର । । ୬ ଜଣଙ୍କୁ ଗିରଫ କରିଛି ଦିଲ୍ଲୀ ପୋଲିସ । । ଏମାନଙ୍କ ମଧ୍ୟରେ ୨ ଜଣ ପାକିସ୍ତାନ ପ୍ରଶିକ୍ଷିତ ଆତଙ୍କବାଦୀ ରହିଛନ୍ତି ସେମାନଙ୍କ ଠାରୁ କେତୋଟି ବନ୍ଧୁକ ଓ ବିଷ୍ଫୋରକ ସାମ୍ରଗୀ ମଧ୍ୟ ଜବତ କରାଯାଇଛି ।

ଏହି ଗ୍ୟାଙ୍ଗ ଦେଶର ବିଭିନ୍ନ ସ୍ଥାନରେ ବୋମା ବସ୍ଫୋରଣ କରିବା ସହ ହତ୍ୟା କରିବାକୁ ଷଡ଼ଯନ୍ତ୍ର କରୁଥିଲା ବୋଲି ପୋଲିସ କହିଛି । ଗିରଫ ଦୁଇ ଆତଙ୍କବାଦୀ ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଦ୍ୱାରା ପ୍ରଶିକ୍ଷଣ ଦିଆଯାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣବାକୁ ପାଇଛି । ସୂଚନା ଅନୁସାରେ ଓସାମା ଓ ଜୀଶାନ ଓମାନର ମସ୍କଟ ରାସ୍ତାରେ ଯାଇ ପାକିସ୍ତାନର କରାଚିରେ ପହଁଚିଥିଲେ ।

ସେଠାରେ ସେମାନଙ୍କୁ ଆତଙ୍କବାଦୀ ଟ୍ରେନିଂ ଦିଆଯାଇଥିଲା । ପାକିସ୍ତାନର ଦୁଇ ଆର୍ମି ଅଧିକାରୀ ସେମାନଙ୍କୁ ଟ୍ରେନିଂ ଦେଇଥିଲେ । ସେମାନଙ୍କ ସହ ଜଣେ ପାକିସ୍ତାନୀ ନାଗରୀକ ମଧ୍ୟ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!