Masthead

ଆଣ୍ଡାମାନରେ ଭୂକମ୍ପ ଝଟକା

(ବଡ଼ ଖବର ବ୍ୟୁରୋ): ଆଣ୍ଡାମାନ-ନିକୋବରରେ ଭୂକମ୍ପ ଝଟକା । ବିଳମ୍ବିତ ରାତିରେ ଆଣ୍ଡାମାନ-ନିକୋବରରେ ଭୂକମ୍ପ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୦ ରେକର୍ଡ କରାଯାଇଛି । ଏନେଇ ସୂଚନା ଦେଇଛି ନ୍ୟାସନାଲ ସେସ୍ମୋଲୋଜି ସେଣ୍ଟର । ଏମସିଏସର ସୂଚନା ଅନୁସାରେ, ପୋର୍ଟ ବ୍ଲେୟାର କ୍ୟାମ୍ପବେଲ ବେ ୧୧୬ କିଲୋମିଟର ଦୂରରେ ଭୂକମ୍ପ ଅନୁଭୂତ ହୋଇଛି ।

୩.୩୦ ଲାଟିଟ୍ୟୁଡ ଓ ୯୫.୭୧ ଲଙ୍ଗିଚ୍ୟୁଡର ଭୂକମ୍ପ ଅନୁଭୂତ ହୋଇଛି । ଏହାର ଗଭୀରତା ୪୦ କିଲୋମିଟର ରହଛି । ହେଲେ କ୍ଷୟକ୍ଷତିର କୌଣସି ସୂଚନା ମିଳିନାହିଁ । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୦ ମ୍ୟାଗ୍ନିଟ୍ୟୁଡ ରେକର୍ଡ ହୋଇଥିଲା । ଆବଶ୍ୟ ଏଥିରେ କୌଣସି କ୍ଷୟକ୍ଷତି ହୋଇନଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ