Masthead

ଦେବୀ ନଦୀରେ ଘାଇ ଆଶଙ୍କା

ଅସ୍ତରଙ୍ଗ (ବଡ଼ ଖବର ବ୍ୟୁରୋ) ଦେବୀ ନଦୀ ବନ୍ଧରେ ଘାଇ । ନଦୀ ବନ୍ଧ ଦୁର୍ବଳ କାମ ହୋଇଥିବାରୁ ବନ୍ଧରେ ଘାଇ ଆରମ୍ଭ ହୋଇଛି । କାଳିଆକଣ ଦେବୀ ନଦୀ ନିକଟରେ ଘାଇ ଆରମ୍ଭ ହୋଇଛି । ଯଦି ଏ ଘାଇ ଭାଙ୍ଗେ ନଗର ପଂଚାୟତ ସମେତ ଅନେକ ଅଂଚଳ ଜଳମଗ୍ନ ହେବା ସହ ଅନେକ ଗ୍ରାମରେ ଜଳ ପ୍ରବେଶ କରିବ । ଦୁର୍ବଳ ଭାବରେ ନଦୀ ବନ୍ଧ କାମ ହୋଇଥିବାରୁ  ନଦୀ ଧସେଇ ଖସିଛି । ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ