Masthead

ଧସିଲା ଦେବୀନଦୀ ବନ୍ଧ

ନାଉଗାଁ (ବଡ଼ ଖବର ବ୍ୟୁରୋ): ନିମ୍ନମାନର କାର୍ଯ୍ୟପାଇଁ ବଛାଳୋ ପଂଚାୟତର ବଛାଳୋରୁ-ପୋକାମୂଳକୁ ସଂଯୋଗ କରୁଥିବା ଦେବୀନଦୀ ବନ୍ଧ ରାସ୍ତା ଧସେଇ ପଡିଛି । ଯାହାଫଳରେ ନଦୀ କୂଳରେ ବାସ କରୁଥିବା ଲୋକେ ଏକ ପ୍ରକାର ଆତଙ୍କିତ ଅବସ୍ଥାରେ ଅଛନ୍ତି । ତେବେ ଏହି ରାସ୍ତାଟି ୨୦୧୯-୨୦ ଆଥିକ ବର୍ଷରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ମୁଖ୍ୟମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନାରେ ନିର୍ମାଣ କରାଯାଇଥିଲା ।

କୋଟିଏରୁ ଅଧିକ ଟଙ୍କା ଖର୍ଚ୍ଚ କରାଯାଇ ନିର୍ମାଣ ହୋଇଥିବା ଏହି ରାସ୍ତାଟି ଠିକାଦାରଙ୍କ ମନମାନି ଲାଗି ବର୍ତ୍ତମାନ ଲୋକଙ୍କ ପାଇଁ ବିପଦ ସୃଷ୍ଟି କରିଛି । ସ୍ଥାନୀୟ ଲୋକଙ୍କ କହିବା ମୁତାବକ ନିମ୍ନମାନର କାର୍ୟ୍ୟପାଇଁ ଏପରି ଅବସ୍ଥା ହୋଇଛି । ଯେଉଁଥିପାଇଁ ନଦୀକୂଳରେ ଅତଡ଼ା ଖସି ରାସ୍ତା ଧସେଇ ପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା