Masthead

ଋଷ ଟିକାକୁ ଅନୁମତି ଦେଲା ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଋଷ ଟିକାକୁ ଭାରତରେ ଅନୁମତି । ଋଷ ଟିକା ‘ସ୍ଫୁଟନିକ୍ ଭି ଲାଇଟ’କୁ ତୃତୀୟ ପର୍ଯ୍ୟାୟ କ୍ଳିନିକାଲ ଟ୍ରାଏଲ ଲାଗି ଅନୁମତି ଦେଇଛନ୍ତି ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ୍ ଅଫ୍ ଇଣ୍ଡିଆ (ଡିସିଜିଆଇ) । ‘ସ୍ପୁଟ୍‌ନିକ୍‌ ଲାଇଟ୍‌’ର ତୃତୀୟ ପର୍ଯ୍ୟାୟ କ୍ଳିନିକାଲ୍ ପରୀକ୍ଷା ନି‌ମନ୍ତେ ‘ଡିସିଜିଆଇ’ର ‘ସବ୍‌ଜେକ୍ଟ୍‌ ଏକ୍ସପର୍ଟ କମିଟି’ (ଏସ୍‌ଇସି) ସୁପାରିସ କରିଥିଲା ।

ପୂର୍ବରୁ ଦେଶରେ ଋଷ ଟିକାର ତୃତୀୟ ପର୍ଯ୍ୟାୟ ପରୀକ୍ଷା ଅନାବଶ୍ୟକ କହି ଜୁଲାଇ ମାସରେ, ‘ଡିସିଜିଆଇ’ର ‘ସବ୍‌ଜେକ୍ଟ୍‌ ଏକ୍ସପର୍ଟ କମିଟି’ ‘ସ୍ପୁଟ୍‌ନିକ୍‌-ଲାଇଟ୍‌’ର ଜରୁରୀକାଳୀନ ବ୍ୟବହାର ସ୍ୱୀକୃତି ମଞ୍ଜୁର କରିବାକୁ ଅଗ୍ରାହ୍ୟ କରି ଦେଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ