Masthead

ଅନଲାଇନ ଫୁଡରେ ଲାଗିବ ଜିଏସଟି, ବଢ଼ିବ ଦାମ !

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଅନଲାଇନରେ ଖାଦ୍ୟ ମଗାଇବା ହେବ ମହଙ୍ଗା । ଜିଏସଟି କାଉନସିଲ କମିଟିର ବୈଠକରେ ଏନେଇ ଆଲୋଚନା ହେବ । ଅନଲାଇନ ଫୁଡ ଡେଲିଭରି ଆପ ଗୁଡ଼ିକୁ ୫% ଜିଏସଟି ଅନ୍ତର୍ଭୁକ୍ତ କରିବାକୁ ଏହି ବୈଠକରେ ନିଷ୍ପତ୍ତି ନେିପାରେ ଜିଏସଟି କାଉନସିଲ କମିଟି । ସୂଚନାମୁତାବକ ଜିଏସଟି କାଉନସିଲ ବୈଠକ ଶୁକ୍ରବାର ଅନୁଷ୍ଠିତ ହେବ ।

ଏଥିରେ ନିର୍ମଳା ସୀତାରମଣ ଅଧ୍ୟକ୍ଷତା କରିବେ । ସବୁ ରାଜ୍ୟର ଅର୍ଥମନ୍ତ୍ରୀ ମାନଙ୍କୁ ମଧ୍ୟ ଏଥିରେ ଯୋଗ ଦେବାକୁ କୁହାଯାଇଛି । ବର୍ତ୍ତମାନର ଆର୍ଥିକ ସ୍ଥିତି ଅନୁଯାୟୀ ଟ୍ୟାକ୍ସ ଆକାରରେ ସରକାରଙ୍କୁ ବାର୍ଷିକ ୨ହଜାର କୋଟି ଟଙ୍କାର କ୍ଷତି ସହିବାକୁ ପଡ଼ୁଛି । ତେଣୁ ଏହା ଉପରେ ବିଚାର କରାଯିବା ସହ କରୋନା କାଳରେ ବଢ଼ିଥିବା ପେଟ୍ରୋଲ, ଡିଜେଲ ଭଳି ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମକୁ ନେଇ ମଧ୍ୟ ଆଲୋଚନା କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ