Masthead

ଖରସ୍ରୋତା ନଦୀରେ ବନ୍ୟା

କୋରେଇ (ବଡ଼ ଖବର ବ୍ୟୁରୋ): ଲଘୁଚାପ ବର୍ଷା ଛାଡିଯିବା ପରେ ଏବେ ଦେଖାଦେଇଛି ବନ୍ୟା । ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ଖରସ୍ରୋତା ନଦୀରେ ଆସିଛି ବନ୍ୟା । ଫଳରେ କୋରେଇ ବ୍ଲକର ବଡ଼ ବିରୁହାଁ, ତଣ୍ଡରା, ଗୋଳେଇପୁର ପଞ୍ଚାୟତର ଅଧିକାଂଶ ଗାଁ ଏବେ ପାଣି ଘେରରେ । ଘରେ ପସିଛି ବନ୍ୟା ଜଳ ।

ଲୋକମାନେ ଘରର ଛାତ ଉପରେ ଓ ଜାତୀୟ ରାଜପଥ ଉପରେ ଆଶ୍ରୟ ନେଇଛନ୍ତି। ଲୋକମାନେ ଭୋକ ଉପାସରେ ରହିଥିବା ବେଳେ ବ୍ଲକ ପ୍ରସାଶନର କୈଣସି ଅଧିକାରୀ ସେମାନଙ୍କ ନିକଟରେ ପହଞ୍ଚିପାରି ନାହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?