Masthead

ବନ୍ୟା କ୍ଷୟକ୍ଷତି ରିପୋର୍ଟ ପରେ ସହାୟତା: ଏସଆରସି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବନ୍ୟା କ୍ଷୟକ୍ଷତି ରିପୋର୍ଟ ପରେ ସହାୟତା । ଏସଆରସି ପ୍ରଦୀପ ଜେନାଙ୍କ ସୂଚନା । ଜିଲ୍ଲାପାଳମାନେ ୭ଦିନରେ ରିପୋର୍ଟ ଦେବେ । ରିପୋର୍ଟ ଆଧାରରେ ଆର୍ଥିକ ସହାୟତା । ବର୍ଷାରେ ୪ ଜଣଙ୍କ ମୃତ୍ୟୁ, ୨ ଜଣ ନିଖୋଜ । ୧୩,୮୨୧ ଜଣଙ୍କୁ ସ୍ଥାନାନ୍ତର କରାଯାଇଛି । ବ୍ରାହ୍ମଣୀ ନଦୀରେ ୩ଟି ଘାଇ ହୋଇଛି । ୨୧ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି । ୨୧ଜିଲ୍ଲାର ୧୨୬ ବ୍ଲକ ପ୍ରଭାବିତ ହୋଇଛି ।

ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ରହିଛି । ହୀରାକୁଦ ଉପରମୁଣ୍ଡରେ ପ୍ରବଳ ବର୍ଷିଛି । ବର୍ଷାରେ ୪୩୩୪ଟି ଗାଁ ପ୍ରଭାବିତ ହୋଇଛି । ପ୍ରଭାବିତ ହୋଇଛି ୨୯ଟି ପୌରାଞ୍ଚଳ । ଘର ହୋଇଛି କ୍ଷତିଗ୍ରସ୍ତ । ୧ଲକ୍ଷ ୩୦ହଜାର ହେକ୍ଟର ଜମି କ୍ଷତିଗ୍ରସ୍ତ । ପ୍ରାଥମିକ ଆକଳନରୁ ମିଳିଛି ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ