Masthead

ଖୋଲିଲା ଆଉ ୬ଟି ଗେଟ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ହୀରାକୁଦ ଉପରମୁଣ୍ଡରେ ପ୍ରବଳ ବର୍ଷା । ଜଳଭଣ୍ଡାରର ଆଉ ୬ ଗେଟ୍ ଖୋଲିଲା । ୧୮ଟି ଗେଟରେ ହେଉଛି ଜଳ ନିଷ୍କାସନ । ହୀରାକୁଦ ଡ୍ୟାମ ମୁଖ୍ୟ ଯନ୍ତ୍ରୀଙ୍କ ସୂଚନା । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଡ୍ୟାମ କର୍ତ୍ତୃପକ୍ଷ ଅଧିକ ଗେଟ ଖୋଲିବା ପାଇଁ ନିଷ୍ପତି ନେଇଥିଲେ ।

ଏବେ ୧୮ ଟି ଗେଟ ଦେଇ ଜଳଭଣ୍ଡାରରୁ ଜଳ ନିଷ୍କାସନ ହେଉଛି । ସକାଳ ୬ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୭.୮୩ ଫୁଟ ଥିଲା। ସେପଟେ ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୨ ଲକ୍ଷ ୬୦ ହଜାର ୬୦୯ କ୍ୟୁସେକ ଜଳ । ସେହିଭଳି ଜଳଭଣ୍ଡାର ମଧ୍ୟରୁ ବାହାରୁଛି ୧ ଲକ୍ଷ ୨୭ ହଜାର ୧୯୪ କ୍ୟୁସେକ ଜଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ