କ୍ଷୟକ୍ଷତି ରିପୋର୍ଟ ପରେ ସହାୟତା ରାଶି ଘୋଷଣା

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ):  କ୍ଷୟକ୍ଷତି ରିପୋର୍ଟ ପରେ ସହାୟତା ରାଶି ଘୋଷଣା । ଏସଆରସି ପ୍ରଦୀପ ଜେନା ଏନେଇ ସୂଚନା ଦେଇଛନ୍ତି। ସମସ୍ତ ଜିଲ୍ଲାପାଳମାନେ ୭ଦିନରେ କ୍ଷୟକ୍ଷତିର ରିପୋର୍ଟ ଦେବେ । ରିପୋର୍ଟ ଆଧାରରେ ସମସ୍ତଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯିବ। ବର୍ଷାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ୨ ଜଣ ନିଖୋଜ ଅଛନ୍ତି। ୧୩,୮୨୧ ଜଣଙ୍କୁ ସ୍ଥାନାନ୍ତର କରାଯାଇଛି ।

ବ୍ରାହ୍ମଣୀ ନଦୀରେ ୩ଟି ଘାଇ ହୋଇଛି । ୨୧ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି । ୨୧ଜିଲ୍ଲାର ୧୨୬ ବ୍ଲକ ପ୍ରଭାବିତ ହୋଇଛି । ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ରହିଛି । ହୀରାକୁଦ ଉପରମୁଣ୍ଡରେ ପ୍ରବଳ ବର୍ଷିଛି । ବର୍ଷାରେ ୪୩୩୪ଟି ଗାଁ ପ୍ରଭାବିତ ହୋଇଛି । ପ୍ରଭାବିତ ହୋଇଛି ୨୯ଟି ପୌରାଞ୍ଚଳ । ଘର ହୋଇଛି କ୍ଷତିଗ୍ରସ୍ତ । ୧ଲକ୍ଷ ୩୦ହଜାର ହେକ୍ଟର ଜମି କ୍ଷତିଗ୍ରସ୍ତ । ପ୍ରାଥମିକ ଆକଳନରୁ ଏହି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!