Masthead

୧୬-୨୨ ଟ୍ରେନ୍ ବାତିଲ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନା କାରଣରୁ ଲୋକମାନେ ଖୁବକମ ଯାତାୟତ କରୁଛନ୍ତି । ତେବେ ଯାତ୍ରୀ ହେଉନଥିବାରୁ ୫ ଟି ସ୍ୱତନ୍ତ୍ର ଟ୍ରେନ ବାତିଲ କରାଯାଇଛି । ସେପ୍ଟେମ୍ବର ୧୬ରୁ ୨୨ ପର୍ଯ୍ୟନ୍ତ ଟ୍ରେନ୍ ବାତିଲ୍ କରିବାକୁ ପୂର୍ବତଟ ରେଳପଥ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ବାତିଲ ହେବାକୁ ଥିବା ଟ୍ରେନ୍‌ଗୁଡ଼ିକ ହେଲା ଭୁବନେଶ୍ୱର-ଭଦ୍ରକ-ଭୁବନେଶ୍ୱର ବିଶେଷ ଟ୍ରେନ । କଟକ-ଭଦ୍ରକ-କଟକ ବିଶେଷ ଟ୍ରେନ ।

କଟକ-ପାରାଦୀପ-କଟକ ବିଶେଷ ଟ୍ରେନ । ପୁରୀ-କଟକ-ପୁରୀ ବିଶେଷ ଟ୍ରେନ । ପୁରୀ-ଅନୁଗୁଳ-ପୁରୀ ସ୍ବତନ୍ତ୍ର ଟ୍ରେନ୍‌ । ସେପ୍ଟେମ୍ବର ୧୬ରୁ ୨୨ ତାରିଖ ପର୍ଯ୍ୟନ୍ତ ଉଭୟ ଦିଗରୁ ତାଳଚେର ଓ ଅନୁଗୁଳ ମଧ୍ୟରେ ବାତିଲ୍ ରହିବ। ତେବେ ଏହା ତାଳଚେର ଓ ପୁରୀ ମଧ୍ୟରେ ଚଳାଚଳ କରିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା