ତାଲିବାନୀ ନେତା ନିଖୋଜ !

(ବଡ଼ ଖବର ବ୍ୟୁରୋ): ତାଲିବାନୀ ନେତା ନିଖୋଜ । ତାଲିବାନର ଦ୍ୱିତୀୟ ସର୍ବୋଚ୍ଚ ନେତା ଓ ଆଫଗାନ ସରକାରର ଉପ-ପ୍ରଧାନମନ୍ତ୍ରୀ ମୁଲା ଅବଦୁଲ ଘନି ବରାଦରଙ୍କର ନିଖୋଜ । ତାଙ୍କର କୌଣସି ପତା ମିଳୁନି । ସେ କେଉଁଠି ଅଛନ୍ତି, କେମିତି ଅଛନ୍ତି ସେନେଇ କୌଣସି ସୂଚନା ମିଳିପାରିନାହିଁ । ସୁସ୍ଥ କି ଅସୁସ୍ଥ, ଜୀବିତ ଅଛନ୍ତି କି ମୃତ, ତାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି । ତାଲିବାନୀ କାବୁଲ ଦଖଲ କରିବା ପରେ ବରାଦର ତାଲିବାନର ସବୁଠୁ ବଡ଼ ନେତା ଭାବେ ବିଶ୍ୱ ସମ୍ମୁଖକୁ ଆସିଥିଲେ ।

କୁହାଯାଉଥିଲା ସେ ଆଫଗାନିସ୍ତାନର ଶାସନ ମୁଖ୍ୟ ହେବେ । ଏନେଇ ତାଲିବାନ ପକ୍ଷରୁ କୌଣସି ସ୍ପଷ୍ଟିକରଣ ଦିଆଯାଇନଥିଲା । ଏବେ ବରାଦରଙ୍କର ଏକ ଅଡିଓ ସୋସିଆଲ ମିଡିଆରେ ଘୁରି ବୁଲୁଛି । ଯେଉଁଥିରେ ବରାଦର କହୁଛନ୍ତି, ସେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି । ସେ ଗୁଳିମାଡରେ ଆହତ ହୋଇନାହିଁନ୍ତି । ଯାହା ପ୍ରଚାର କରାଯାଉଛି ତାହା ସମ୍ପୂର୍ଣ୍ଣ ମିଛ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ