Masthead

ଭୁବନେଶ୍ୱରରେ ସ୍ୱିଗି ବୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିଜେ ନିଜକୁ ଅପହରଣ କରିଥିବା ସ୍ୱିଗି ବୟକୁ ଆଜି ମଧ୍ୟପ୍ରଦେଶରୁ ଭୁବନେଶ୍ୱର ଅଣାଯାଇଛି । ଜଣେ ଯୁବତୀଙ୍କୁ ସାଥୀରେ ନେଇ ସେ ମଧ୍ୟପ୍ରଦେଶ ପଳାଇ ଯାଇଥିଲା । ପ୍ରେମିକା ସହ ତାକୁ ଭୁବନେଶ୍ୱର ଅଣାଯାଇଛି । ଜଣେ ଆଇଆଇସିଙ୍କ ନେତୃତ୍ୱରେ ଏକ ପୋଲିସ ଟିମ୍ ମଧ୍ୟପ୍ରଦେଶ ଯାଇଥିଲା । ଗତ କିଛିଦିନ ତଳେ ପତିତପାବନ ପୃଷ୍ଟି ଏକ ମିଛ ଅପହରଣ ଯୋଜନା ରଚିଥିଲେ । ସେହି ମିଛରେ ସେ ନିଜେ ଫଶିଗଲେ ।

ପ୍ରେମ ପାଇଁ ରଚିଥିଲା ଅପହରଣର ନାଟକ । କିଡନାପ୍ କରାଯାଇଥିବା ନେଇ ପତ୍ନୀଙ୍କୁ ଅଡିଓ ମେସେଜ୍ ପଠାଇଥିଲା । ଅଡିଓ ମେସେଜରୁ ତାଙ୍କୁ ଅପହରଣ କରାଯାଇନଥିବା ପୋଲିସ ସନ୍ଦେହ କରିଥିଲା । ସେ ମଧ୍ୟପ୍ରଦେଶ ପଳାଇଥିବା ସନ୍ଦେହ କରି ମଧ୍ୟପ୍ରଦେଶ ଆରପିଏଫ୍ ସହ ଯୋଗାଯୋଗ କରିଥିଲା । ମଧ୍ୟପ୍ରଦେଶ ଆରପିଏଫ୍ ସହାୟତାରେ ପତିତପାବନ ଓ ତାଙ୍କ ସହ ଥିବା ଯୁବତୀକୁ ଅଟକ ରଖାଯାଯାଇଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା