Masthead

୨୪ ଘଣ୍ଟାରେ ୫୮୦ ପଜିଟିଭ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୮୨୯୮ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୬ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୪୪ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୮୨୯୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯୬୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୪୧୬୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୦୬୬୦୧୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର