Masthead

ଇତିହାସ ରଚିଲା ସ୍ପେସ ଏକ୍ସ, ୪ ସାଧାରଣ ନାଗରିକଙ୍କୁ ପଠାଇଲା ମହାକାଶ

(ବଡ଼ ଖବର ବ୍ୟୁରୋ): ଇତିହାସ ରଚିଲା ସ୍ପେସ ଏକ୍ସ। ୪ ସାଧାରଣ ନାଗରିକଙ୍କୁ ୩ ଦିନ ପାଇଁ ମହାକାଶ ପଠାଇଛି ସ୍ପେସ ଏକ୍ସ। ବିଶିଷ୍ଟ ବ୍ୟବସାୟୀ ଏଲଟ ମସ୍କଙ୍କ କମ୍ପାନୀ ସ୍ପେସ୍ ଏକ୍ସ ପ୍ରଥମ ଅଲ୍ ସିଭିଲିଆନ୍ କ୍ରୁ ବୁଧବାର ମହାକାଶ ଅଭିମୁଖେ ଯାତ୍ରା ଆରମ୍ଭ କରିଛି । କମ୍ପାନୀ ପ୍ରଥମ ଥର ୪ ଜଣ ସାଧାରଣ ନାଗରିକଙ୍କୁ ମହାକାଶ ପଠାଇଛି । ଏହି ମିଶନକୁ ଇନସ୍ପେରିସନ-୪ ନାଁ ଦିଆଯାଇଛି ।

ଏହି ୪ ଜଣ ମହାକାଶ ଯାତ୍ରୀ ଅନ୍ତର୍ଜାତୀୟ ସ୍ପେସ୍ ଷ୍ଟେସନରେ ୧୬୦ କିମି ଉଚ୍ଚ କକ୍ଷରେ ପରିକ୍ରମା କରି ୩ ଦିନ ବିତାଇବେ । ବିଶିଷ୍ଟ ବ୍ୟବସାୟୀ ଏଲଟ ମସ୍କଙ୍କ କମ୍ପାନୀ ସ୍ପେସ୍‌ ଏକ୍ସ ପ୍ରଥମ ଅଲ୍‌ ସିଭିଲିଆନ୍‌ କ୍ରୁ ବୁଧବାର ମହାକାଶ ଅଭିମୁଖେ ଯାତ୍ରା ଆରମ୍ଭ କରିଛି। କମ୍ପାନୀ ପ୍ରଥମ ଥର ୪ ଜଣ ସାଧାରଣ ନାଗରିକଙ୍କୁ ମହାକାଶ ପଠାଇଛି ।

ଏହି ମିଶନକୁ ଇନସ୍ପେରିସନ-୪ ନାଁ ଦିଆଯାଇଛି । ଏହି ୪ ଜଣ ମହାକାଶ ଯାତ୍ରୀ ଅନ୍ତର୍ଜାତୀୟ ସ୍ପେସ୍‌ ଷ୍ଟେସନରେ ୧୬୦ କିମି ଉଚ୍ଚ କକ୍ଷରେ ପରିକ୍ରମା କରି ୩ ଦିନ ବିତାଇବେ । ଏହାପରେ ସ୍ପେସ କ୍ରାଫ୍ଟ ପୃଥିବୀର ବାୟୁମଣ୍ଡଳରେ ପ୍ରବେଶ କରିବ ଓ ଫ୍ଲୋରିଡାରେ ଅବତରଣ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ