Masthead

ଚୁନରଗଡ଼ି ଗ୍ରାମରୁ ବାଳକ ଉଦ୍ଧାର

କଙ୍କଡ଼ାହାଡ଼ (ବଡ଼ ଖବର ବ୍ୟୁରୋ): ଚୁନରଗଡ଼ି ଗ୍ରାମରୁ ବାଳକ ଉଦ୍ଧାର । ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା ଚୁନରଗଡ଼ି ଗ୍ରାମରୁ ବାଳକ ଉଦ୍ଧାର। ବାଳକର ନାମ ସାଗର ମୁଣ୍ଡା । ସାଗର ତେଲକୋଇ ଥାନା ଅଞ୍ଚଳରେ ବୋଲି ଜଣାପଡିଛି। ସୂଚନା ଅନୁସାରେ କିଛି ଦିନ ତଳେ ବଂରପାଳ ତାଙ୍କ ପିଉସାଙ୍କ ଘରକୁ ବୁଲିବାକୁ ଯାଇ ଜଣେ ମଲାର ସମ୍ପ୍ରଦାୟର ବ୍ୟକ୍ତିଙ୍କ ସହ କଙ୍କଡ଼ାହାଡ଼ ବ୍ଲକ ଝିଲି ଗ୍ରାମକୁ ଆସିଥିଲେ।

ସାଗର ମଲାର ସମ୍ପ୍ରଦାୟର ଲୋକ ମାନଙ୍କ ସହିତ ଜଙ୍ଗଲରେ ରହି ଖାପ ଖୁଆଇ ଚଳି ପାରି ନ ଥିଲେ ।ପରେ ଚୁନରଗଡ଼ି ଗ୍ରାମ ଭିତରକୁ ଚାଲି ଆସିଥିଲେ। ଗ୍ରାମବାସୀ ବାଳକର ପରିଚୟ ନ ପାଇବାରୁ କଙ୍କଡ଼ାହାଡ଼ ଥାନା କୁ ଜଣାଇଥିଲେ । ଖବର ପାଇ ଥାନା ଅଧିକାରିଣୀ ନିର୍ମଳା ଗୋଛାୟତଙ୍କ ସାଗରକୁ ଉଦ୍ଧାର କରିଥିଲେ ଏବଂ ନିଜ ଗ୍ରାମକୁ ପଠାଇ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି