Masthead

ବିଜେଡିର ପିପିଲି ପ୍ରସ୍ତୁତି

ପିପିଲି (ବଡ଼ ଖବର ବ୍ୟୁରୋ): ପିପିଲି ଉପ-ନିର୍ବାଚନ ନେଇ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ବାସଭବନରେ ବୈଠକ। ବୈଠକରେ ଉପସ୍ଥିତ ଅଛନ୍ତି ବିଧାୟକ ଅତନୁ ସବ୍ୟସାଚୀ ନାୟକ ସହ କିଛି ନେତା। ଗତକାଲି ବିଜେଡିର ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ ପାଇଛି। ବୈଠକ ପରେ ମନ୍ତ୍ରୀ ସୁଶାନ୍ତ ସିଂ ପ୍ରତିକ୍ରିୟା ରଖିଛନ୍ତି । ପିପିଲିରେ ଛୋଟ ଛୋଟ ସଭା ସମିତି କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଭରଚୁଆଲ ଯୋଗେ ପ୍ରଚାର କରିବା ନେଇ ଚାଲିଛି ଆଲୋଚନା ।

୨୦ ରୁ ଆମେ ପ୍ରଚାରକୁ ଜୋରଦାର କରିବୁ । ମହାରଥୀ ଓଭର କନଫିଡେନ୍ସ ଯୋଗୁ କମ ବ୍ୟବଧାନରେ ଜିତୁ ଥିଲେ । ମାତ୍ର ଆମେ ଏଥର ଓଭର କନଫିଡେନ୍ସ ନାହୁଁ । ଅଧିକ ବ୍ୟବଧାନରେ ଜିତିବା ପାଇଁ ଆମେ କାର୍ଯ୍ୟ କରୁଛୁ । ପିପିଲି ହେଉଛି ବିଜେଡିର ଗଡ଼ । ମହାରଥୀଙ୍କୁ ବାରମ୍ବାର ଲୋକମାନେ ଜିତାଇ ଆସିଛନ୍ତି । ଏଥର ଭଲ ବ୍ୟବଧାନରେ ଆମେ ବିଜୟ ଲାଭ କରିବୁ । ପୂର୍ବ ରେକର୍ଡ ଭାଙ୍ଗିବୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର