ଆଜି ପ୍ରକାଶ ପାଇବ ଜେଇଇ ଆଡଭାନ୍ସ ରେଜଲ୍ଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ: ଆଜି ପ୍ରକାଶ ପାଇବ ଜେଇଇ ଆଡଭାନ୍ସ ପରୀକ୍ଷାଫଳ । ଆଇଆଇଟି ଦିଲ୍ଲୀ ପକ୍ଷରୁ ପରୀକ୍ଷାଫଳ ପ୍ରକାଶ ପାଇବ । ପରୀକ୍ଷାର୍ଥୀ ଜେଇଇ ଆଡଭାନ୍ସ ୱେବସାଇଟରେ ୟୁଜର ଆଇଡି ଏବଂ ପାସୱାର୍ଡ ଦେଇ ନିଜ ପରୀକ୍ଷାଫଳ ଦେଖିପାରିବେ । ଆଇଆଇଟିରେ ନାମ ଲେଖାଇବା ପାଇଁ ସେପ୍ଟେମ୍ବର-୨୭ରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା । କରୋନା କଟକଣାକୁ ଦୃଷ୍ଟିରେ ରଖି ଦେଶର ୨୨୨ଟି ସହରରେ ୧୧୫୦ଟି କେନ୍ଦ୍ରରେ ପରୀକ୍ଷା ହୋଇଥିଲା । ଆଜି ପରୀକ୍ଷାଫଳ ପ୍ରକାଶ ପାଇବା ପରେ ଉତ୍ତୀର୍ଣ୍ଣ ପରୀକ୍ଷାର୍ଥୀ ଅକ୍ଟୋବର-୬ରୁ ନଭେମ୍ବର-୯ ତାରିଖ ସୁଦ୍ଧା କାଉନସେଲିଂରେ ଅଂଶଗ୍ରହଣ ପାଇଁ ନାମ ରେଜଷ୍ଟ୍ରେସନ କରିପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ